ଜଷ୍ଟିସ ବିପି ଦାସ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଦୀର୍ଘ ପ୍ରାୟ ୭ବର୍ଷ ଧରି ମାନବାଧିକାର କମିଶନରେ କାହାରିକୁ ସ୍ଥାୟୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳି ନଥିଲା। ନୂଆ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ଆଜି ପ୍ରକାଶ ପାଇଛି। ରାଜଭବନ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟ ସରକାର ପଠାଇଥିବା ସୁପାରିସ୍ ଆଧାରରେ ଜଷ୍ଟିସ ବିପି ଦାସଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ […]

Justice-bp-das-appointed-chairman-ohrc

Justice-bp-das-appointed-chairman-ohrc

Manoranjan Sial
  • Published: Thursday, 22 August 2019
  • Updated: 22 August 2019, 08:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଦୀର୍ଘ ପ୍ରାୟ ୭ବର୍ଷ ଧରି ମାନବାଧିକାର କମିଶନରେ କାହାରିକୁ ସ୍ଥାୟୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳି ନଥିଲା। ନୂଆ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ଆଜି ପ୍ରକାଶ ପାଇଛି।

ରାଜଭବନ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟ ସରକାର ପଠାଇଥିବା ସୁପାରିସ୍ ଆଧାରରେ ଜଷ୍ଟିସ ବିପି ଦାସଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଓ ବରିଷ୍ଠ ଓକିଲ ଅସିମ୍ ଅମିତାଭ ଦାଶଙ୍କୁ ସଦସ୍ୟ ଭାବେ ନିଯୁକ୍ତିକୁ ରାଜ୍ୟପାଳ ପ୍ରଫେସର ଗଣେଣୀଲାଲ ଅନୁମୋଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୨ ନଭେମ୍ବର ୨୩ ତାରିଖରୁ ଓଡ଼ିଶା ମାନବାଧିକାର କମିଶନ ଅଧ୍ୟକ୍ଷ ପଦ ଖାଲି ପଡ଼ିଥିଲା। ଜଷ୍ଟିସ ରଘୁବୀର ଦାଶ ୨୦୧୯ ମେ’ ୧୬ତାରିଖରୁ କମିଶନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। କମିଶନର ସଦସ୍ୟ ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ଓକିଲ ଅସିମ୍ ଅମିତାଭ ଦାଶ ବିଜେଡିର ଆଇନ ସାମ୍ମୁଖ୍ୟର କର୍ମକର୍ତ୍ତା ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story