ଓଡ଼ିଶାରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଆସିଛନ୍ତି। ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଗସ୍ତକାଳରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ରହିଛି। ଆସନ୍ତାକାଲି ଅପରାହ୍ନରେ ହାଇକୋର୍ଟରେ ଏକ କାର୍ଯ୍ୟକ୍ରମରେ ଜଷ୍ଟିସ ଦୀପକ ମିଶ୍ର ଯୋଗଦେବେ। ହାଇକୋର୍ଟ ବାର ପକ୍ଷରୁ ଜଷ୍ଟିସ ମିଶ୍ରକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି। ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ […]

justic-depak-mishra-in-bbsr

justic-depak-mishra-in-bbsr

Rakesh Mallick
  • Published: Saturday, 11 November 2017
  • Updated: 11 November 2017, 10:38 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଆସିଛନ୍ତି। ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଗସ୍ତକାଳରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ରହିଛି।

ଆସନ୍ତାକାଲି ଅପରାହ୍ନରେ ହାଇକୋର୍ଟରେ ଏକ କାର୍ଯ୍ୟକ୍ରମରେ ଜଷ୍ଟିସ ଦୀପକ ମିଶ୍ର ଯୋଗଦେବେ। ହାଇକୋର୍ଟ ବାର ପକ୍ଷରୁ ଜଷ୍ଟିସ ମିଶ୍ରକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି। ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story