ମୁଖ୍ୟ ଶାସନ ସଚିବ ଓ ଗୃହ ସଚିବଙ୍କୁ ଭେଟିଲେ ବିଜେପି ମହିଳା ମୋର୍ଚ୍ଚା ସଦସ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବହୁଚର୍ଚ୍ଚିତ ନୟାଗଡର ନାବାଳିକା ହତ୍ୟା ପ୍ରସଙ୍ଗରେ ଆଜି ମୁଖ୍ୟ ଶାସନ ସଚିବ ଓ ଗୃହ ସଚିବଙ୍କୁ ଭେଟିଛନ୍ତି ବିଜେପି ମହିଳା ମୋର୍ଚ୍ଚା ସଦସ୍ୟ । ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ସହ ୩ ଜଣ ସଦସ୍ୟଙ୍କୁ  ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଥିଲା । ତେବେ ବିଜେପି ମହିଳା ମୋର୍ଚ୍ଚାର ଅନ୍ୟ ସଦସ୍ୟମାନେ ମୁଖ୍ୟ ସଚିବଙ୍କୁ ଦେଖା କରିବା ଉଦେଶ୍ୟରେ ଲୋକସେବା ଭବନକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ। […]

7nb

7nb

Tapas Behera
  • Published: Thursday, 31 December 2020
  • Updated: 31 December 2020, 03:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବହୁଚର୍ଚ୍ଚିତ ନୟାଗଡର ନାବାଳିକା ହତ୍ୟା ପ୍ରସଙ୍ଗରେ ଆଜି ମୁଖ୍ୟ ଶାସନ ସଚିବ ଓ ଗୃହ ସଚିବଙ୍କୁ ଭେଟିଛନ୍ତି ବିଜେପି ମହିଳା ମୋର୍ଚ୍ଚା ସଦସ୍ୟ । ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ସହ ୩ ଜଣ ସଦସ୍ୟଙ୍କୁ  ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଥିଲା । ତେବେ ବିଜେପି ମହିଳା ମୋର୍ଚ୍ଚାର ଅନ୍ୟ ସଦସ୍ୟମାନେ ମୁଖ୍ୟ ସଚିବଙ୍କୁ ଦେଖା କରିବା ଉଦେଶ୍ୟରେ ଲୋକସେବା ଭବନକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେମାନଙ୍କର ପୁଲିସ ସହ ଧସ୍ତାଧସ୍ତି ହୋଇଥିଲା । ପୁଲିସ ସେମାନଙ୍କୁ ଅଟକ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story