ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ(ଓଡ଼ିଶା ରିପୋର୍ଟର): ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୁରଲିଧରଙ୍କର ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଦାୟିତ୍ୱ ନେବେ ଜଷ୍ଟିସ ଯଶୱନ୍ତ ସିଂହ । ଗତ ୨୮ ତାରିଖରେ ଆୟୋଜିତ ହୋଇଥିବା ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଦେଶର ସମୁଦାୟ ୫ ବିଚାରପତିଙ୍କ ବଦଳି ନେଇ ନିଷ୍ପତ୍ତି ନିଆଯାଇଛି। […]

Pic

Pic

Niharika Rout
  • Published: Friday, 30 September 2022
  • Updated: 30 September 2022, 06:45 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୁରଲିଧରଙ୍କର ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଦାୟିତ୍ୱ ନେବେ ଜଷ୍ଟିସ ଯଶୱନ୍ତ ସିଂହ ।

ଗତ ୨୮ ତାରିଖରେ ଆୟୋଜିତ ହୋଇଥିବା ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଦେଶର ସମୁଦାୟ ୫ ବିଚାରପତିଙ୍କ ବଦଳି ନେଇ ନିଷ୍ପତ୍ତି ନିଆଯାଇଛି।

ଜଷ୍ଟିସ ଯଶୱନ୍ତ ସିଂହ ପ୍ରାୟ ଦେଢ ବର୍ଷ ହେବ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି। ୧୯୬୧ ମସିହା ଫେବୃୟାରୀ ୨୩ରେ ହରିୟାଣାର ରୋହତକରେ ଜନ୍ମିତ ଜଷ୍ଟିସ ଯଶୱନ୍ତ ସିଂହ ପୂର୍ବରୁ ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରି ସାରିଛନ୍ତି। ଏହାପରେ ସେ ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ମୁନିଶ୍ୱର ନାଥ ଭଣ୍ଡାରୀ ଗତ ୧୨ ତାରିଖରେ ଅବସର ଗ୍ରହଣ କରିଥିବାରୁ ଉକ୍ତ ପଦ ଖାଲି ପଡ଼ିଛି।  ତାଙ୍କ ସ୍ଥାନରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୁରଲିଧରଙ୍କର ସେଠାକୁ ବଦଳି ହୋଇଛି। ୨୦୨୦ ମସିହା ଡିସେମ୍ବର ୩୧ ତାରିଖରେ ସେ ଓଡ଼ିଶାର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।

ତେବେ ଜଷ୍ଟିସ ଯଶୱନ୍ତ ସିଂହ କେବେ ଓଡ଼ିଶାର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ସେ ନେଇ କିଛି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇନି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story