ଜଷ୍ଟିସ୍‌ ରଘୁବୀର ଦାଶ ଓଡ଼ିଶା ମାନବାଧିକାର ଆୟୋଗ ସଦସ୍ୟ ନିଯୁକ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜଷ୍ଟିସ ରଘୁବୀର ଦାଶ ଓଡ଼ିଶା ମାନବାଧିକାର ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ପାଇଲେ। ଜଷ୍ଟିସ ଦାଶ ଓଡ଼ିଶା ହାଇକୋର୍ଟରେ ବିଚାରପତି ଥିଲେ। ରାଜ୍ୟପାଳ ଗଣେଷୀ ଲାଲ ତାଙ୍କୁ ମାନବାଧିକାର କମିଶନଙ୍କ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଆଜି ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ ଥିବା ଜଷ୍ଟିସ ବୀରକିଶୋର ଦାସଙ୍କ କାର୍ଯ୍ୟକାଳ ଗତ ଅଗଷ୍ଟ ୧୫ ତାରିଖରୁ ଶେଷ ହୋଇଥିବା ବେଳେ […]

justice

justice

Jitendra Garnayak
  • Published: Sunday, 23 December 2018
  • Updated: 23 December 2018, 01:58 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜଷ୍ଟିସ ରଘୁବୀର ଦାଶ ଓଡ଼ିଶା ମାନବାଧିକାର ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ପାଇଲେ। ଜଷ୍ଟିସ ଦାଶ ଓଡ଼ିଶା ହାଇକୋର୍ଟରେ ବିଚାରପତି ଥିଲେ।

ରାଜ୍ୟପାଳ ଗଣେଷୀ ଲାଲ ତାଙ୍କୁ ମାନବାଧିକାର କମିଶନଙ୍କ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଆଜି ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ ଥିବା ଜଷ୍ଟିସ ବୀରକିଶୋର ଦାସଙ୍କ କାର୍ଯ୍ୟକାଳ ଗତ ଅଗଷ୍ଟ ୧୫ ତାରିଖରୁ ଶେଷ ହୋଇଥିବା ବେଳେ ଆୟୋଗର ଅଧ୍ୟକ୍ଷ ଓ ସଦସ୍ୟ ପଦ ଏ ଯାଏଁ ଖାଲି ପଡ଼ିଥିଲା ତେବେ ଉଭୟ ପଦବୀକୁ ଶୀଘ୍ର ପୂରଣ କରିବା ଲାଗି ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟପାଳଙ୍କୁ ନାଁ ସୁପାରିସ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story