ବଦଳିଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ବଦଳି ହୋଇଛି। ତାଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ପଞ୍ଜାବ-ହରିଆଣା ହାଇକୋର୍ଟର ବିଚାରପତି ଡକ୍ଟର ଏସ୍‌. ମୂରଲୀଧରଙ୍କୁ ଓଡିଶା ହାଇକୋର୍ଟକୁ ବଦଳି କରାଯାଇଛି। ଏନେଇ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି। ଏଥିସହ ଏହାର ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି।

Orissa High Court

Manoranjan Sial
  • Published: Wednesday, 16 December 2020
  • , Updated: 16 December 2020, 05:21 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ବଦଳି ହୋଇଛି। ତାଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି।

ସେହିପରି ପଞ୍ଜାବ-ହରିଆଣା ହାଇକୋର୍ଟର ବିଚାରପତି ଡକ୍ଟର ଏସ୍‌. ମୂରଲୀଧରଙ୍କୁ ଓଡିଶା ହାଇକୋର୍ଟକୁ ବଦଳି କରାଯାଇଛି। ଏନେଇ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି। ଏଥିସହ ଏହାର ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି।

Related story