ନୟାଗଡ଼(ଓଡ଼ିଶା ରିପୋର୍ଟର):ନୟାଗଡ଼ରେ ୬ ବର୍ଷୀୟା ଝିଅ ରିଙ୍କିର ଚିକିତ୍ସାରେ ତ୍ରୁଟିରୁ ଆଖି ନଷ୍ଟ ଘଟଣାରେ କ୍ଷତିପୂରଣ ଦାବି କରିଛନ୍ତି ପରିବାର ଲୋକେ। କ୍ଷତିପୂରଣ ପାଇଁ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି ରିଙ୍କିର ବାପା। ଘଟଣାକୁ ନେଇ ନୟାଗଡ଼ ଟାଉନଥାନାରେ ଲିଖିତ ଅଭିଯୋଗ କରିଛନ୍ତି ତାଙ୍କ ବାପା। ଆବଶ୍ୟକ କ୍ଷତିପୂରଣ ସହ ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି ।
ଏପଟେ ଡାକ୍ତରଙ୍କ ଅବହେଳା ଅଭିଯୋଗ ହେବାର ମାସେ ପୂରିଥିବା ବେଳେ କେବଳ ତଦନ୍ତ ନିର୍ଦେଶ ଦେଇଛନ୍ତି ସିଡିଏମଓ। ଏହାସହ ରିଙ୍କିଙ୍କ ନଷ୍ଟ ହୋଇଥିବା ଆଖି ସ୍ଥାନରେ ଏକ କୃତ୍ରିମ ଆଖି ରୋପଣ ପାଇଁ ୧୫ ହଜାର ଟଙ୍କା ସହାୟତା ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ସିଡିଏମଓ।
ସରକାରୀ ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁଁ ୬ ବର୍ଷୀୟ ଝିଅ ରିଙ୍କିର ଆଖି ନଷ୍ଟ ହୋଇଯାଇଥିଲା। ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରିଙ୍କିର ଗୋଟିଏ ଆଖି ଅସ୍ତ୍ରୋପଚାର କରି ବାହାର କରି ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Miscellaneous
ନୂଆ ବର୍ଷରେ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି
ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।
Miscellaneous
କାଲି ଆସିବ ଡବଲ ଡେକର ବସ୍, ହେବ ଟ୍ରାଏଲ୍ ରନ୍
ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି କହିଛନ୍ତି ମନ୍ତ୍ରୀ।