ରାତି ସାଢେ ୧୧ଟା ଯାଏଁ ସାବଧାନ, ବର୍ଷିବ: ୫୦ରୁ ୬୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା । ଆଜି ରାତି  ୧୧ଟା ୩୦ ପର୍ଯ୍ୟନ୍ତ ୯ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର । ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦ କି.ମି. ବେଗରେ ପବନ ବହିପାରେ। ବର୍ଷାବେଳେ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି।

h-555

Rakesh Mallick
  • Published: Sunday, 20 May 2018
  • , Updated: 20 May 2018, 08:19 PM IST

Related story