କଳାହାଣ୍ଡି: ୯ ଦଫା ଦାବି ନେଇ ବିଜେପିର ଧାରଣା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୟପାଟଣାରେ ୯ ଦଫା ଦାବି ନେଇ ବିଜେପି ପକ୍ଷରୁ ଧାରଣା ଦିଆଯାଇଥିଲା। ସ୍ଥାନୀୟ ଅଞ୍ଚଳର ଡାକ୍ତରଖାନାଗୁଡ଼ିକରେ ଖାଲିଥିବା ଡାକ୍ତରୀ ପଦବୀ ପୂରଣ, ଜୟପାଟଣାକୁ ଏନ୍ଏସି ଘୋଷଣା, ରବି ଫସଲ କ୍ଷତିପୂରଣ ପ୍ରଦାନ ଆଦି ୯ ଦଫା ଦାବି ଦଳ ପକ୍ଷରୁ କରାଯାଇଛି । ଧାରଣା ପୂର୍ବରୁ ଦଳୀୟ କର୍ମୀମାନେ ଏକ ରାଲି କରିଥିଲେ । ଶୀଘ୍ର ଦାବି ପୂରଣ କରା ନ ଗଲେ ଆଗାମୀ ଦିନରେ ବିଜେପି ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି। ଧାରଣାରେ ବିଜେପିର ଅନେକ ସ୍ଥାନୀୟ କର୍ମୀ ଓ ନେତା ସାମିଲ ହୋଇଥିଲେ ।

ଆହୁରି ପଢ଼ନ୍ତୁ

ଅନୁଗୋଳରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ନବ ଦିନାତ୍ମକ ଯାତ୍ରା ଶେଷ କରି ନୀଳକନ୍ଦରକୁ ବାହୁଡ଼ିଲେ ଶ୍ରୀଜିଉ

ବରକୁ ଉଠାଇ ନେଲା ପୁଲିସ, ମେ’ଫେୟାର ହୋଟେଲ ସିଲ୍

ନିର୍ଦ୍ଦେଶକୁ ୫ବର୍ଷ ବିତିଲା, ୭୭ % ସ୍କୁଲରେ ନାହିଁ ଖେଳପଡ଼ିଆ

ବନ୍ଧା ହେଲେ ୨, ବିବାହ ଆଇନ୍ ଉଲ୍ଲଂଘନ କଲେ ଫସିବେ ପୁରୋହିତ

ସମସ୍ତଙ୍କ ସ୍ୱାବ୍ ପରୀକ୍ଷା ଦାବି କଲା କଂଗ୍ରେସ

ମୋ ଧନକୁ ଡାକ୍ତର ଟ୍ରିଟ୍‌ମେଣ୍ଟ କଲେନି: ବାପା, ଭାଇ ତମେ ବି ଆସିଲନି…

ରାଜ୍ୟରେ ଅଣାୟତ୍ତ ‘କରୋନା’ ମହାମାରୀ: ନେଲାଣି ଆଉ ୫ ମୁଣ୍ଡ

ଘରକୁ ଫେରୁନାହାନ୍ତି, କେଉଁଠି ଅଛନ୍ତି ଆରତି?

‘ମୁଁ ସୁସ୍ଥ, ମୋତେ ନିଆଁ ପାଣି ବାସନ୍ଦ’

ସୀତାଙ୍କୁ ଅପମାନ ବିବାଦ: ଏକାଡେମୀ ପୁରସ୍କାର ପ୍ରତ୍ୟାହାର ଦାବି

ସୁସ୍ଥ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ