ଅଦ୍ୟତନ ହୋଇଛି
nuapada
Advertisment
Advertisment
ମଣ୍ଡିରେ ଚାଷୀଙ୍କ ହଜାର କ୍ୱିଣ୍ଟାଲ୍ ଧାନ ପଡ଼ିରହିଛି। କୁଇଣ୍ଟାଲ ପିଛା ୪ରୁ ୫ କେଜି ଧାନ କଟଣୀ ହେଲେ ଧାନ ଉଠାଇବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ ହେଉଛି। ତା’ସହ ପେକ୍ସ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କୁ ଶୋଷଣ କରାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ତହସିଲଦାର ପହଞ୍ଚି ଚାଷୀମାନଙ୍କୁ ବୁଝାସୁଝା କରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2017/05/nuapada-1.jpg)