ଜଳସେଚନ ପ୍ରକଳ୍ପ ସ୍ପିନ୍ ୱେର ଭୁଶୁଡି ଜଣେ ଶ୍ରମିକ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ କୁଟିଙ୍ଗପଦର ରେତ ଜଳସେଚନ ପ୍ରକଳ୍ପର ସ୍ପିନ୍ ୱେର ଛାତ ଭୁଶୁଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣକ ମଧ୍ୟ ପ୍ରଦେଶର ବୋଲି ଜଣାପଡ଼ିଛି। ପ୍ରକଳ୍ପର ସ୍ପିନ୍ ୱେର ସଣ୍ଟ୍ରିଂ ଭୁଶୁଡ଼ି ପଡ଼ିବାରୁ ପ୍ରାୟ ୧୦୦ ଫୁଟ ତଳେ କାମ କରୁଥିବା ଜଣେ ଶ୍ରମିକଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିଲେ। ତାଙ୍କୁ […]

Rakesh Mallick
  • Published: Wednesday, 13 September 2017
  • Updated: 13 September 2017, 11:07 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ କୁଟିଙ୍ଗପଦର ରେତ ଜଳସେଚନ ପ୍ରକଳ୍ପର ସ୍ପିନ୍ ୱେର ଛାତ ଭୁଶୁଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣକ ମଧ୍ୟ ପ୍ରଦେଶର ବୋଲି ଜଣାପଡ଼ିଛି।

ପ୍ରକଳ୍ପର ସ୍ପିନ୍ ୱେର ସଣ୍ଟ୍ରିଂ ଭୁଶୁଡ଼ି ପଡ଼ିବାରୁ ପ୍ରାୟ ୧୦୦ ଫୁଟ ତଳେ କାମ କରୁଥିବା ଜଣେ ଶ୍ରମିକଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ପରେ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତ ଓ ଆହତ ଶ୍ରମିକମାନେ ମଧ୍ୟପ୍ରଦେଶର ବୋଲି ଜଣାପଡ଼ିଛି। ଏହି ଘଟଣାରେ ନର୍ଲା ପୋଲିସ ପ୍ରକଳ୍ପର ସାଇଡ୍ ଇନଚାର୍ଜ ଓ ଜଣେ ଇଞ୍ଜିନିୟରଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story