ଜଳସେଚନ ପ୍ରକଳ୍ପ ସ୍ପିନ୍ ୱେର ଭୁଶୁଡି ଜଣେ ଶ୍ରମିକ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ କୁଟିଙ୍ଗପଦର ରେତ ଜଳସେଚନ ପ୍ରକଳ୍ପର ସ୍ପିନ୍ ୱେର ଛାତ ଭୁଶୁଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣକ ମଧ୍ୟ ପ୍ରଦେଶର ବୋଲି ଜଣାପଡ଼ିଛି।

ପ୍ରକଳ୍ପର ସ୍ପିନ୍ ୱେର ସଣ୍ଟ୍ରିଂ ଭୁଶୁଡ଼ି ପଡ଼ିବାରୁ ପ୍ରାୟ ୧୦୦ ଫୁଟ ତଳେ କାମ କରୁଥିବା ଜଣେ ଶ୍ରମିକଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ପରେ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତ ଓ ଆହତ ଶ୍ରମିକମାନେ ମଧ୍ୟପ୍ରଦେଶର ବୋଲି ଜଣାପଡ଼ିଛି। ଏହି ଘଟଣାରେ ନର୍ଲା ପୋଲିସ ପ୍ରକଳ୍ପର ସାଇଡ୍ ଇନଚାର୍ଜ ଓ ଜଣେ ଇଞ୍ଜିନିୟରଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’