ଭବାନୀପାଟଣା: ଅଟୋ-ଟ୍ରକ୍‌ ମୁହାଁମୁହିଁ, ୩ ମୃତ

ଭବାନୀପାଟଣା: ଆଜି କଲାହାଣ୍ଡି ଜିଲ୍ଲା ଫୁରଲିଝରନ୍‌ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଅଟୋଟି ଭବାନୀପାଟଣାରୁ ସାମୁରାମପୁର ଯାଉଥିବା ବେଳେ ସମ୍ମୁଖରୁ ଆସୁଥିବା ଏକ ଟ୍ରକ୍‌ ଧକ୍କା ଦେଇଥିଲା।

accident

Rakesh Mallick
  • Published: Wednesday, 28 December 2016
  • , Updated: 28 December 2016, 06:12 PM IST

ଭବାନୀପାଟଣା: ଆଜି କଲାହାଣ୍ଡି ଜିଲ୍ଲା ଫୁରଲିଝରନ୍‌ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ଅଟୋଟି ଭବାନୀପାଟଣାରୁ ସାମୁରାମପୁର ଯାଉଥିବା ବେଳେ ସମ୍ମୁଖରୁ ଆସୁଥିବା ଏକ ଟ୍ରକ୍‌ ଧକ୍କା ଦେଇଥିଲା।

Related story