ସ୍ୱର୍ଗତ କଲାମଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ଏପିଜେ ଅବଦୁଲ କାଲାମଙ୍କ ପ୍ରତିମୂର୍ତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶ ଗଠନରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଭାରତରତ୍ନ ସ୍ୱର୍ଗତ କଲାମଙ୍କ ୮ଫୁଟ ପ୍ରତିମୂର୍ତ୍ତି ଲୋକାର୍ପଣ କରି ମୁଁ ନିଜକୁ  ଗର୍ବିତ ଅନୁଭବ କରୁଛି।

ଏହି ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି ଚାନ୍ଦିପୁର-ତଳସାରୀ-ଡଗରାକୁ ନେଇ ସରକାର ଏକ ତ୍ରିକୋଣୀୟ ପର୍ଯ୍ୟଟନ ଉନ୍ନତି କରାଯାଉଛନ୍ତି। ଏଥିପାଇଁ ବ୍ୟୟବରଦ ମଧ୍ୟ ସରିଛି। ଏହାଦ୍ୱରାର ବଲେଶ୍ୱରରେ ପର୍ଯ୍ୟଟନ ଶିଳ୍ପର ବିକାଶ ଘଟିବ।

ଆହୁରି ପଢ଼ନ୍ତୁ

ହୋଟେଲ୍‌ ଦେଖି ଅଟକିଗଲେ ଆମ୍ୱୁଲାନ୍ସ କର୍ମଚାରୀ! ମଉଳି ଗଲା କଅଁଳ କଢ଼ି

ପୁଲିସ ପାଇଁ ‘ଓଟିଭି’ ବିରୋଧରେ କାହାଣୀ ଲେଖୁଛି କିଏ ?

ଆରୋଗ୍ୟ ହେଲେ ୧୨୩୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ କେତେ ପଢ଼ନ୍ତୁ

ସକ୍ରିୟ କରୋନା ରୋଗୀ: ଗଞ୍ଜାମକୁ ଟପିଲା ଖୋର୍ଦ୍ଧା, ସୁସ୍ଥ ହାର ବି ଚିନ୍ତାଜନକ

କଟକ ଟାଉନ୍‌ରୁ ୫୩ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦ ଲୋକାଲ୍‌ କେସ୍‌

ଖେଳୁଥିଲେ ଭାଇ ଭଉଣୀ, ହଠାତ୍ ପୋଖରୀରେ ବୁଡି ଚାଲିଗଲେ

ଡକ୍ୟୁମେଣ୍ଟ ମାଗି ରଖିଲାନି ପୁଲିସ, କୋରିଅରରେ ପଠାଇଲା ଓଟିଭି

ଭାଇରାଲ ଅଡ଼ିଓ ଘଟଣାରେ ଗିରଫ ୨ ଜଣଙ୍କୁ ରିମାଣ୍ଡରେ ନେବ ପୁଲିସ

ସବୁ ଥାଇ ନିଶ୍ୱ ସେ , ପାଣି ପାଇପ୍‌ ଭିତରେ କଟୁଛି ଜୀବନ

ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ +2 ବିଜ୍ଞାନ ରେଜଲ୍ଟ

ଗିରଫ ଦୁଇଜଣଙ୍କର ଭୁଲ କ’ଣ : ବୈଜୟନ୍ତ

A, B ଓ C ବର୍ଗରେ ବିଭକ୍ତ ହେଲା ଦୋକାନ, ଗାଇଡଲାଇନ୍ ଜାରି