ଭୁବନେଶ୍ୱର: ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ସାଇନସ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ବା ନାଇଜରରେ ଆଡମିଶନ ପାଇଁ ପ୍ରବେଶିକା ପରୀକ୍ଷା ଶେଷ ହୋଇଛି । ୫ବର୍ଷିଆ ଇଣ୍ଟିଗ୍ରେଟେଡ୍ ଏମ୍ଏସସି ପାଠ୍ୟକ୍ରମ ପାଇଁ ଏହି ପ୍ରବେଶିକା ପରୀକ୍ଷା ହୋଇଛି। ସକାଳ ସାଢେ଼ ୯ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ଦିନ ୧ଟାରେ ଶେଷ ହୋଇଛି। ଏଥିପାଇଁ ରାଜ୍ୟର ୭ଟି ପ୍ରମୁଖ ସହରରେ ୨୦ ଟି ପରୀକ୍ଷା କେନ୍ଦ୍ର ହୋଇଥିବାବେଳେ ଭୁବନେଶ୍ୱରେ ରହିଛି ୧୧ଟି କେନ୍ଦ୍ର। ସେହିପରି ରାଜ୍ୟ ବାହାରେ ରହିଛି ୫୯ଟି କେନ୍ଦ୍ର। ଏବର୍ଷ ସାରା ଦେଶରୁ ପ୍ରାୟ ୪୭ହଜାର ଛାତ୍ରଛାତ୍ରୀ ଆବେଦନ କରିଥିବାବେଳେ ସିଟ୍ ରହିଛି ମୋଟ ୧୦୦।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।