ପୁରୀ ଜିଲ୍ଲାର ୧,୬୫,୧୩୧ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ଦେବେ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ମୋଟ ୩୩.୦୩ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଟଙ୍କା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ […]

Agriculture Land

Agriculture Land

Jitendra Garnayak
  • Published: Wednesday, 03 November 2021
  • Updated: 03 November 2021, 06:16 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।

ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ମୋଟ ୩୩.୦୩ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଟଙ୍କା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ। ତେବେ ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇ ପାରି ନ ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story