ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରେ ପହଞ୍ଚିବ ଅନ୍ତର୍ଜାତୀୟ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର। ଗତକାଲି କାଠମାଣ୍ଡୁରୁ କଳ୍ପନାଙ୍କ ମୃତଦେହକୁ ଧରି ବିମାନ ନୂଆଦିଲ୍ଲୀରେ ବିଳମ୍ବରେ ପହଞ୍ଚିଥିଲା। ଫଳରେ ଦିଲ୍ଲୀ-ଭୁବନେଶ୍ୱର ବିମାନ ପଳାଇ ଆସିଥିଲା। ତେଣୁ ଆଜି ଭୁବନେଶ୍ୱରରେ ମରଶରୀର ପହଞ୍ଚିବା ପରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡିଅମ ନିଆଯିବ। ସେଠାରେ ସକାଳ ୯ ଟା ୪୫ରୁ ୧୦ଟା ୪୫ ମିନିଟ୍ ପର୍ଯ୍ୟନ୍ତ ମରଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ ବୋଲି ରାଜ୍ୟ କ୍ରାଡ଼ା ବିଭାଗ ସୂତ୍ରରୁ ସୂଚନା ମିଳିଛି।
ଶୁକ୍ରବାର କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।
ଗତ ୨୩ ତାରିଖରେ ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।