ଆଜି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରେ ପହଞ୍ଚିବ ଅନ୍ତର୍ଜାତୀୟ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର। ଗତକାଲି କାଠମାଣ୍ଡୁରୁ କଳ୍ପନାଙ୍କ ମୃତଦେହକୁ ଧରି ବିମାନ ନୂଆଦିଲ୍ଲୀରେ ବିଳମ୍ବରେ ପହଞ୍ଚିଥିଲା। ଫଳରେ ଦିଲ୍ଲୀ-ଭୁବନେଶ୍ୱର ବିମାନ ପଳାଇ ଆସିଥିଲା। ତେଣୁ ଆଜି ଭୁବନେଶ୍ୱରରେ ମରଶରୀର ପହଞ୍ଚିବା ପରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡିଅମ ନିଆଯିବ। ସେଠାରେ ସକାଳ ୯ ଟା ୪୫ରୁ ୧୦ଟା ୪୫ ମିନିଟ୍ ପର୍ଯ୍ୟନ୍ତ ମରଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ ବୋଲି ରାଜ୍ୟ କ୍ରାଡ଼ା ବିଭାଗ ସୂତ୍ରରୁ ସୂଚନା ମିଳିଛି। […]

kalpana

kalpana

Jyoshna Pradhan
  • Published: Sunday, 02 June 2019
  • Updated: 02 June 2019, 09:07 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରେ ପହଞ୍ଚିବ ଅନ୍ତର୍ଜାତୀୟ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର। ଗତକାଲି କାଠମାଣ୍ଡୁରୁ କଳ୍ପନାଙ୍କ ମୃତଦେହକୁ ଧରି ବିମାନ ନୂଆଦିଲ୍ଲୀରେ ବିଳମ୍ବରେ ପହଞ୍ଚିଥିଲା। ଫଳରେ ଦିଲ୍ଲୀ-ଭୁବନେଶ୍ୱର ବିମାନ ପଳାଇ ଆସିଥିଲା। ତେଣୁ ଆଜି ଭୁବନେଶ୍ୱରରେ ମରଶରୀର ପହଞ୍ଚିବା ପରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡିଅମ ନିଆଯିବ। ସେଠାରେ ସକାଳ ୯ ଟା ୪୫ରୁ ୧୦ଟା ୪୫ ମିନିଟ୍ ପର୍ଯ୍ୟନ୍ତ ମରଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ ବୋଲି ରାଜ୍ୟ କ୍ରାଡ଼ା ବିଭାଗ ସୂତ୍ରରୁ ସୂଚନା ମିଳିଛି।

ଶୁକ୍ରବାର କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

ଗତ ୨୩ ତାରିଖରେ ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story