ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିଲା କଳ୍ପନାଙ୍କ ମୃତଦେହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାସଙ୍କ ମର ଶରୀର । ଶୁକ୍ରବାର କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା । ଗତ ମେ’ ୨୩ ତାରିଖରେ ଏଭେରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା। ସେପଟେ କଳ୍ପନା ଦାଶଙ୍କ […]

g-98

g-98

Tapas Behera
  • Published: Saturday, 01 June 2019
  • Updated: 01 June 2019, 06:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାସଙ୍କ ମର ଶରୀର । ଶୁକ୍ରବାର କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା

ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା । ଗତ ମେ’ ୨୩ ତାରିଖରେ ଏଭେରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା। ସେପଟେ କଳ୍ପନା ଦାଶଙ୍କ ଶେଷ ଦର୍ଶନ ପାଇଁ କ୍ରୀଡ଼ା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ଆଜି ରାତି ସାଢ଼େ ୯ଟାରୁ ସାଢ଼େ ୧୦ଟା ଯାଏ ମରଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story