ଦିଲ୍ଲୀରେ ଅଟକିଲା କଳ୍ପନାଙ୍କ ମରଶରୀର, ଆଜି ଭୁବନେଶ୍ୱର ଆସିବନି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ଭୁବନେଶ୍ୱର ଆସିବନି ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର। ଦିଲ୍ଲୀ-ଭୁବନେଶ୍ୱର ବିମାନ ଚାଲି ଆସିଥିବାରୁ ଆଜି ତାଙ୍କ ମର ଶରୀର ଆସିପାରିବନି। କାଠମାଣ୍ଡୁରୁ ଦିଲ୍ଲୀ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ବିଳମ୍ବ କାରଣରୁ ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ବିମାନ ପଳାଇ ଆସିଥିଲା। ଆସନ୍ତାକାଲି କାଲି ସକାଳ ୭ଟାରେ ତାଙ୍କ ମରଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। ଏନେଇ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। […]

bcio-750x430

bcio-750x430

Tapas Behera
  • Published: Saturday, 01 June 2019
  • Updated: 01 June 2019, 08:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ଭୁବନେଶ୍ୱର ଆସିବନି ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର। ଦିଲ୍ଲୀ-ଭୁବନେଶ୍ୱର ବିମାନ ଚାଲି ଆସିଥିବାରୁ ଆଜି ତାଙ୍କ ମର ଶରୀର ଆସିପାରିବନି। କାଠମାଣ୍ଡୁରୁ ଦିଲ୍ଲୀ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ବିଳମ୍ବ କାରଣରୁ ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ବିମାନ ପଳାଇ ଆସିଥିଲା। ଆସନ୍ତାକାଲି କାଲି ସକାଳ ୭ଟାରେ ତାଙ୍କ ମରଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। ଏନେଇ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ମିଳିଛି।

ଗତକାଲି କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

ତେବେ ଆଜି ଦିଲ୍ଲୀ ବିମାନ ବନ୍ଦରରେ ତାଙ୍କ ମୃତ ଦେହ ପହଞ୍ଚିଥିଲା। ସେଠାରୁ ଆଜି ରାତି ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର ଥିଲା। ଗତ ୨୩ ତାରିଖରେ ଏଭେରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା। ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story