ପୁରୀ ଅଭିମୁଖେ ଏଭରେଷ୍ଟ ଆରୋହଣକାରୀ କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜନ୍ମମାଟି ଢେଙ୍କାନାଳର ସାରିଆପଡ଼ା ଗାଁରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପରେ ପୁରୀ ଅଭିମୁଖେ ବାହାରିଛି ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ମରଶରୀର।  ପ୍ରଥମେ ଢେଙ୍କାନାଳ ମିନି ଷ୍ଟାଡିୟମରେ ତାଙ୍କର ମରଶରୀର ପହଞ୍ଚିବା ପରେ ଶେଷ ଦର୍ଶନ କରିଥିଲେ  ବହୁ ବିଶିଷ୍ଟ ବ୍ୟକ୍ତି ଓ ସାଧାରଣ ଜନତା।  ଏହାପରେ କଳ୍ପନାଙ୍କ ମରଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ତାଙ୍କ ଗାଁ ସାରିଆପଡ଼ାକୁ ନିଆଯାଇଥିଲା । ସେଠାରେ ଗ୍ରାମବାସୀମାନେ ଅନ୍ତିମ ଦର୍ଶନ କରିବା ପରେ ପୁରୀ […]

cmm

cmm

Jyoshna Pradhan
  • Published: Sunday, 02 June 2019
  • Updated: 02 June 2019, 06:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜନ୍ମମାଟି ଢେଙ୍କାନାଳର ସାରିଆପଡ଼ା ଗାଁରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପରେ ପୁରୀ ଅଭିମୁଖେ ବାହାରିଛି ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କ ମରଶରୀର।  ପ୍ରଥମେ ଢେଙ୍କାନାଳ ମିନି ଷ୍ଟାଡିୟମରେ ତାଙ୍କର ମରଶରୀର ପହଞ୍ଚିବା ପରେ ଶେଷ ଦର୍ଶନ କରିଥିଲେ  ବହୁ ବିଶିଷ୍ଟ ବ୍ୟକ୍ତି ଓ ସାଧାରଣ ଜନତା।  ଏହାପରେ କଳ୍ପନାଙ୍କ ମରଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ତାଙ୍କ ଗାଁ ସାରିଆପଡ଼ାକୁ ନିଆଯାଇଥିଲା । ସେଠାରେ ଗ୍ରାମବାସୀମାନେ ଅନ୍ତିମ ଦର୍ଶନ କରିବା ପରେ ପୁରୀ ସ୍ୱର୍ଗଦ୍ୱାର ନିଆଯାଇ କଳ୍ପନା ଦାଶଙ୍କ ଶେଷକୃତ୍ୟ କରାଯିବ।

ଆଜି ସକାଳେ ତାଙ୍କର ମୃତଦେହ ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଥିଲା।  ଏହାପରେ ସେଠାରୁ କଳିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା।  ସେଠାରେ ଶେଷ ଦର୍ଶନ କରିଥିଲେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ଏବଂ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା।  କ୍ରୀଡ଼ା ସଚିବଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଓ ସାଧାରଣ ଜନତା ମଧ୍ୟ କଳ୍ପନାଙ୍କ ଅନ୍ତିମ ଦର୍ଶନ କରିଥିଲେ।

ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭେରେଷ୍ଟ ଆରୋହଣ କରି ଫେରିବା ବେଳେ ଗତ ୨୩ତାରିଖରେ ଅଧା ରାସ୍ତାରେ କଳ୍ପନାଙ୍କ ମୃତ୍ୟୁ ହୋଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story