କାମାକ୍ଷାନଗର: ବସ୍ ଦୁର୍ଘଟଣାଗ୍ରସ୍ତ, ୧୦ ଆହତ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଫାଣ୍ଡି ଅଧୀନ ତୁରଡ଼ାନାଳିଠାରେ ଆଜି ସକାଳ ପ୍ରାୟ ୮ଟା ବେଳେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ମହାବିରୋଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି ତେଲକୋଇରୁ ତାଳଚେର ଯାଉଥିବା ବେଳେ ଭାରସାମ୍ୟ ହରାଇ ଏକ ପୋଲରେ ପିଟି ହୋଇଥିଲା। ବସ୍‌ର ସମ୍ମୁଖଭାଗଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି।

bus-accident

Rakesh Mallick
  • Published: Thursday, 14 July 2016
  • , Updated: 14 July 2016, 01:45 PM IST

Related story