କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଶିବୁଳାପସି ଠାରେ ଆଜି ସକାଳ ପ୍ରାୟ ୭ଟା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ନବୀନା ଲାଗୁରୀ। ତାଙ୍କ ଘର କାମାକ୍ଷାନଗର ଥାନା ଅନ୍ତର୍ଗତ ଚୁଳିଆରେ। ନବୀନା ଆଜି ସକାଳେ କାମାକ୍ଷାନଗର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ତାଙ୍କ ନାତୁଣୀକୁ ଦେଖି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକଙ୍କ ପରିବାରକୁ ୫ ଲକ୍ଷ […]

kamakhya

kamakhya

Rakesh Mallick
  • Published: Thursday, 15 September 2016
  • Updated: 15 September 2016, 07:01 PM IST

Sports

Latest News

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଶିବୁଳାପସି ଠାରେ ଆଜି ସକାଳ ପ୍ରାୟ ୭ଟା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ନବୀନା ଲାଗୁରୀ। ତାଙ୍କ ଘର କାମାକ୍ଷାନଗର ଥାନା ଅନ୍ତର୍ଗତ ଚୁଳିଆରେ।

ନବୀନା ଆଜି ସକାଳେ କାମାକ୍ଷାନଗର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ତାଙ୍କ ନାତୁଣୀକୁ ଦେଖି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ୫୩ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ତାଳଚେର ଓ ଯାଜପୁର ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏହି ରାସ୍ତାରେ ସକାଳ ୮ଟାରୁ ରାତି ୯ଟା ପର୍ଯ୍ୟନ୍ତ ଭାରୀଯାନ ଚଳାଚଳ ବନ୍ଦ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story