କାମାକ୍ଷାନଗର: ବାଣ ଭିଡୁଥିବା ବେଳେ ବିସ୍ଫୋରଣ, ବୃଦ୍ଧ ଗୁରୁତର

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦୋଳମଣ୍ଡପ ସାହିର ଘନଶ୍ୟାମ ଖୁଣ୍ଟଆ ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ବାରାହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିବା ଅଭିଯୋଗ ହୋଇଛି।

kamakhayanagar

Rakesh Mallick
  • Published: Saturday, 12 November 2016
  • , Updated: 12 November 2016, 07:03 PM IST

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦୋଳମଣ୍ଡପ ସାହିର ଘନଶ୍ୟାମ ଖୁଣ୍ଟଆ ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ବାରାହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିବା ଅଭିଯୋଗ ହୋଇଛି।

Related story