କାମାକ୍ଷାନଗର: ହାତୀ ଆକ୍ରମଣରେ ଜଣେ ମୃତ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବନ୍ଦାଣିଆ ଗ୍ରାମରେ ଗତକାଲି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଜଗରାଏ ହେମ୍ବ୍ରମଙ୍କ ପୁଅ ରାଜେନ୍ଦ୍ର। ଗତକାଲି ରାଜେନ୍ଦ୍ର ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ରାଜେନ୍ଦ୍ର ରାତିରେ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜି ନିରାଶ ହୋଇଥିଲେ। ଆଜି ସକାଳେ ତାଙ୍କ ଶବ […]

kamakhyanagar

kamakhyanagar

Rakesh Mallick
  • Published: Thursday, 04 August 2016
  • Updated: 04 August 2016, 11:09 AM IST

Sports

Latest News

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବନ୍ଦାଣିଆ ଗ୍ରାମରେ ଗତକାଲି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଜଗରାଏ ହେମ୍ବ୍ରମଙ୍କ ପୁଅ ରାଜେନ୍ଦ୍ର।

ଗତକାଲି ରାଜେନ୍ଦ୍ର ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ରାଜେନ୍ଦ୍ର ରାତିରେ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜି ନିରାଶ ହୋଇଥିଲେ। ଆଜି ସକାଳେ ତାଙ୍କ ଶବ ବିଲରେ ପଡିଥିବା ଦେଖି ପରିବାର ଲୋକେ ବନ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ରେଞ୍ଜ ଅଧିକାରୀ ଏବଂ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story