କାମାକ୍ଷାନଗର:କାମାକ୍ଷାନଗର କାନପୁରା ଠାରେ ଥିବା ମିଶ୍ରଲାଲ ମାଇନ୍ସ ଲିମିଟେଡରେ ମଙ୍ଗଳବାର ଅକ୍ସିଜେନ ଅନଲୋଡ ବେଳେ ଏକ ଅଘଟଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଆଜି ଅପରାହ୍ଣରେ ଯାଜପୁରରୁ ଆସିଥିବା ଏକ ଅକ୍ସିଜେନ ବୋଝେଇ ଟ୍ରକରୁ ଏହି ଶ୍ରମିକମାନେ ଅନଲୋଡ କରୁଥିବାବେଳେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ଉପଜିଲ୍ଲାପାଳ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। ଏହାସହ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସାମ୍ୱାଦିକଙ୍କୁ ମାଡ଼ ମାରି ଜେଲ୍ ଗଲେ ମାତାଲ ଏସ୍ଡିଓ ଓ ଯନ୍ତ୍ରୀ
ସାମ୍ବାଦିକଙ୍କୁ ଦେଖୁ ଦେଖୁ ମାତାଲ ଅବସ୍ଥାରେ ଥିବା ଏସ୍ଡିଓ ଜଗନ୍ନାତ ପତି ତାତି ଯାଇଥିଲେ। ଅତି ଅଭଦ୍ର ଭାଷାରେ ଗାଳି ଦେଇଥିଲେ। ତା’ପରେ ସେ ଓଟିଭି ପ୍ରତିନିଧି ଅବିନାଶ ନନ୍ଦଙ୍କୁ ଆକ୍ରମଣ କରିଥିଲେ। ପରେ ଆଉ ଜଣେ ସାମ୍ବାଦିକ ସଂଜୟ ବେହେରାଙ୍କ ତଣ୍ଟିଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲେ।
Crime
ବ୍ୟାଙ୍କରୁ ଫେରୁଥିଲେ ଅବସରପ୍ରାପ୍ତ ପୁଲିସ କର୍ମଚାରୀ, ୫ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁଇ ଲୁଟେରା
ସୁଶୀଲ ମାଝୀଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
Miscellaneous
କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ବସ୍; ମହିଳାଙ୍କ ପାଇଁ ୫୦% ରିହାତି
ମହିଳାଙ୍କ ପାଇଁ ୫୦% ରିହାତି ବ୍ୟବସ୍ଥା ରହିଛି। ରହିବା, ଖାଇବାର ବ୍ୟବସ୍ଥା କରିବ OSRTC। ପୁରୀ, ସମ୍ବଲପୁର, ଭବାନୀପାଟଣା ଓ ବ୍ରହ୍ମପୁରରୁ ବସ୍ ଗୁଡ଼ିକ ଅଯୋଧ୍ୟା ଯିବ ବୋଲି OSRTC ଅତିରିକ୍ତ ସଚିବ କହିଛନ୍ତି।
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Guest Column
ଆର୍ଥିକ ଓ ସାମାଜିକ ସ୍ଥିତି ଆଧାରରେ ଶିକ୍ଷାସେବା ଜରୁରୀ
ଓଡ଼ିଶାରେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ି ଦେଉଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅଧିକ ରହୁଛି। ପ୍ରାୟ ୨୭.୩ ଭାଗ ଛାତ୍ରଛାତ୍ରୀ ମାଧ୍ୟମିକ ସ୍ତରରେ ପାଠପଢ଼ା ଛାଡ଼ି ଚାଲିଯାଉଛନ୍ତି। ରାଜ୍ୟରେ ପୂର୍ବତନ ସରକାର ନିର୍ବାଚନ ଆସିବା ପୂର୍ବରୁ ଏପରି ପ୍ରକ୍ରିୟାକୁ ବନ୍ଦ କରିବା ପାଇଁ ନବମ, ଦଶମ, ଏକାଦଶ ପିଲାମାନଙ୍କ ପାଇଁ ମାସିକ ଆର୍ଥିକ ସହାୟତା ଘୋଷଣା କରିଥିଲେ। ଏହା ନିର୍ବାଚନ ଉଦ୍ଦେଶ୍ୟରେ କରାଯାଇଥିବା ସେତେବେଳେ ସମସ୍ତେ ଉପଲବ୍ଧି କରିଥିଲେ।