ଗଛରେ ପିଟିହେଲା କାର୍‌, ୪ ଆହତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଜି.ଉଦୟଗିରିରେ ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହେବା ଫଳରେ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାଆ, ପୁଅ ଓ ବାପାଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ପ୍ରଥମେ ଜି.ଉଦୟଗିରି  ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।  

car

car

Rakesh Mallick
  • Published: Saturday, 22 April 2017
  • Updated: 22 April 2017, 08:23 AM IST

Sports

Latest News

କନ୍ଧମାଳ: କନ୍ଧମାଳ ଜିଲ୍ଲା ଜି.ଉଦୟଗିରିରେ ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହେବା ଫଳରେ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାଆ, ପୁଅ ଓ ବାପାଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ପ୍ରଥମେ ଜି.ଉଦୟଗିରି  ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos