କନ୍ଧମାଳ: ରାଜ୍ୟ କଂଗ୍ରେସର ତଥ୍ୟ ଅନୁସନ୍ଧାନକାରୀ ଦଳ କନ୍ଧମାଳ ଜିଲ୍ଲାର ମରୁଡି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପୂର୍ବତନ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କ।ଙ୍କ ଅଧ୍ୟକ୍ଷତାରେ ଯାଇଥିବା ଏହି ଟିମ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଦୂତୀପଡ଼ା, ରାଇଖୋଲ ପ୍ରଭୁତି ଅଞ୍ଚଳ ଗସ୍ତ କରି ବର୍ଷାଭାବ ଯୋଗୁ ଚାଷ ହୋଇପାରି ନ ଥିବା ଅଞ୍ଚଳ ଓ ତଳି ନଷ୍ଟ ହୋଇଥିବା ଚାଷଜମି ବୁଲି ଦେଖିଥିଲେ। କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ସେମାନଙ୍କ ସମସ୍ୟା ମଧ୍ୟ ପଚାରି ବୁଝିଥିଲେ। ସମ୍ପୂର୍ଣ୍ଣ ଜିଲ୍ଲାକୁ ମରୁଡ଼ି ଘୋଷଣା କରି ଚାଷୀଙ୍କୁ ଉଚିତ କ୍ଷତିପୂରଣ ଦେବା ପାଇଁ ଏହି ଫ୍ୟାକ୍ଟ ଫ।ଇଣ୍ଡିଂ ଟିମ୍ ଦାବି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।