ଥାନା ପରିସରରୁ କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଥାନା ଉପର ମହଲାରେ ଥିବା ବାରାକରୁ କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।

Deadbody PhotoGoogle

Representational Image

Jitendra Garnayak
  • Published: Monday, 13 March 2023
  • Updated: 13 March 2023, 03:36 PM IST

କନ୍ଧମାଳ ଜିଲ୍ଲା ଟିକାବାଲି ଥାନା କନଷ୍ଟେବଲ ଶ୍ରୀନିବାସ ଘଟାଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଥାନା ଉପର ମହଲାରେ ଥିବା ବାରାକରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ସହିତ କ’ଣ ଘଟିଛି, ତାହା ଜଣାପଡ଼ି ନଥିବା ବେଳେ ବାଲିଗୁଡ଼ା ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story