Advertisment

ଥାନା ପରିସରରୁ କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଥାନା ଉପର ମହଲାରେ ଥିବା ବାରାକରୁ କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।

Deadbody

Deadbody

Advertisment

କନ୍ଧମାଳ ଜିଲ୍ଲା ଟିକାବାଲି ଥାନା କନଷ୍ଟେବଲ ଶ୍ରୀନିବାସ ଘଟାଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଥାନା ଉପର ମହଲାରେ ଥିବା ବାରାକରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ସହିତ କ’ଣ ଘଟିଛି, ତାହା ଜଣାପଡ଼ି ନଥିବା ବେଳେ ବାଲିଗୁଡ଼ା ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

Advertisment

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Odisha Police Murder Suicide Police Kandhamal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe