କେନ୍ଦୁଝର: ଆଜି ରାଜ୍ୟ ଅଣ ଗେଜେଟେଡ୍ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ରାଜ୍ୟ ସ୍ତରୀୟ ବାର୍ଷିକ ସମ୍ମିଳନୀ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

କେନ୍ଦୁଝର: ଆଜି କେନ୍ଦୁଝରରେ ଅନୁଷ୍ଠିତ ହେବାକୁ ଯାଉଛି ରାଜ୍ୟ ଅଣ ଗେଜେଟେଡ୍ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ରାଜ୍ୟ ସ୍ତରୀୟ ବାର୍ଷିକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।

k

k

Rakesh Mallick
  • Published: Monday, 28 December 2015
  • Updated: 28 December 2015, 02:54 AM IST

Sports

Latest News

କେନ୍ଦୁଝର: ଆଜି କେନ୍ଦୁଝରରେ ଅନୁଷ୍ଠିତ ହେବାକୁ ଯାଉଛି ରାଜ୍ୟ ଅଣ ଗେଜେଟେଡ୍ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ରାଜ୍ୟ ସ୍ତରୀୟ ବାର୍ଷିକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos