ଭୂମିହୀନ ବାସିନ୍ଦାଙ୍କୁ ଜମି ପ୍ରମାଣ ପତ୍ର ବାଣ୍ଟିଲେ ବିଧାୟକ

କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନଏସି କାର୍ଯ୍ୟାଳୟରେ ୧୬ଟି ୱାର୍ଡରେ ବସବାସ କରୁଥିବା ଭୂମିହୀନ ବସ୍ତି ବାସିନ୍ଦାଙ୍କୁ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଜମି ପ୍ରମାଣ ପତ୍ର ବଣ୍ଟନ କରିଛନ୍ତି। କଣ୍ଟାବାଞ୍ଜି ସହରରେ ବସବାସ କରୁଥିବା ଲୋକମାନେ ଦୀର୍ଘଦିନ ଧରି ଭୂମିହୀନ ଥିଲେ। ଫଳରେ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। କଣ୍ଟାବାଞ୍ଜି ସହରର ୨୩୬୧ ଜଣ ଚିହ୍ନଟ ଭୂମିହୀନ ବସ୍ତି ବାସିନ୍ଦାଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ କଣ୍ଟାବାଞ୍ଜି ଏନଏସି କାର୍ଯ୍ୟାଳୟର ସଭାଗୃହରେ […]

kantabanji

kantabanji

Ranjit Kumar Jena
  • Published: Thursday, 15 October 2020
  • Updated: 15 October 2020, 10:00 AM IST

କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନଏସି କାର୍ଯ୍ୟାଳୟରେ ୧୬ଟି ୱାର୍ଡରେ ବସବାସ କରୁଥିବା ଭୂମିହୀନ ବସ୍ତି ବାସିନ୍ଦାଙ୍କୁ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଜମି ପ୍ରମାଣ ପତ୍ର ବଣ୍ଟନ କରିଛନ୍ତି। କଣ୍ଟାବାଞ୍ଜି ସହରରେ ବସବାସ କରୁଥିବା ଲୋକମାନେ ଦୀର୍ଘଦିନ ଧରି ଭୂମିହୀନ ଥିଲେ। ଫଳରେ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ।

କଣ୍ଟାବାଞ୍ଜି ସହରର ୨୩୬୧ ଜଣ ଚିହ୍ନଟ ଭୂମିହୀନ ବସ୍ତି ବାସିନ୍ଦାଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ କଣ୍ଟାବାଞ୍ଜି ଏନଏସି କାର୍ଯ୍ୟାଳୟର ସଭାଗୃହରେ ୧୫ ଜଣଙ୍କୁ ଜମି ପ୍ରମାଣ ପତ୍ର ବଣ୍ଟନ କରିଥିଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା। ଏହି ସମୟରେ ସମସ୍ତେ କୋଭିଡ୍ ଗାଇଡଲାଇନ୍ ପାଳନ କରି ମାକ୍ସ ପିନ୍ଧିବା ସହ ସାମାଜିକ ଦୂରତା ଅବଲମ୍ବନ କରିଥିଲେ।

ଏହି ଜମି ପ୍ରମାଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ଏନଏସିର ନିର୍ବାହୀ ଅଧିକାରୀ ସାମି ରେଡ୍ଡୀ ଜୟଶ୍ରୀ, ଏନଏସି କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଭୂମିହୀନଙ୍କୁ ଜମି ପ୍ରମାଣ ପତ୍ର ପ୍ରଦାନ କରାଯିବ ବୋଲି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story