ବୌଦ୍ଧ(ଭାର୍ଜନ ପ୍ରଧାନ): କୋଶଲ ସମନ୍ୱୟ ସମିତି କଣ୍ଟାମାଳ ଶାଖା ପକ୍ଷରୁ ଆଜି ତିନି ଦଫା ଦାବି ନେଇ ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଯୋଗୁ ସମସ୍ତ ଦୋକାନ ବଜାର, ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି। କୋଶଳ କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତାରୋକ କରିଛନ୍ତି। ଫଳରେ କଣ୍ଟାମାଳ ବୌଦ୍ଧ ସୋନପୁର ଓ କଣ୍ଟାମାଳ ବାଲିଗୁଡ଼ାକୁ ଯାତାୟତ ବନ୍ଦ ରହିଛି।
କଣ୍ଟାମାଳ ବ୍ଲକ୍କୁ ସବଡିଭିଜନ ଘୋଷଣା, ତରଭା ତେଲ ନଦୀ ସେତୁ ତୁରନ୍ତ ଶେଷ ଓ ଖଳିଆପାଲିଠାରେ ବେଆଇନ ଜମି ଜବରଦଖଲ ଉଚ୍ଛେଦ ଆଦି ଦାବିରେ କୋଶଲ ସମନ୍ୱୟ ସମିତି ଏହି ବନ୍ଦ ପାଳନ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।