କାର୍ତ୍ତିକଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ନୂଆପଡ଼ା(ମାୟାଧର ସରାଫ୍‌): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଲାଲ୍‌ ସାହେବ ପଡ଼ା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ସ୍ଥାନୀୟ ଫକୋଟପଡ଼ାର କାର୍ତ୍ତିକ ହାତୀ। ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହଟିକୁ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି। ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି।

deadbody

deadbody

Jitendra Garnayak
  • Published: Saturday, 18 May 2019
  • Updated: 18 May 2019, 03:25 PM IST

Sports

Latest News

ନୂଆପଡ଼ା(ମାୟାଧର ସରାଫ୍‌): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଲାଲ୍‌ ସାହେବ ପଡ଼ା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ସ୍ଥାନୀୟ ଫକୋଟପଡ଼ାର କାର୍ତ୍ତିକ ହାତୀ।

ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହଟିକୁ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି। ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story