କଟକ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ

କଟକ: ରାଷ୍ଟ୍ରପତିଙ୍କ ଅନୁପସ୍ଥିତିରେ ଆଜି ଅନୁଷ୍ଠିତ ହୋଇଛି କଟକ ସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବକୁ ଉଦଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ସୁପ୍ରିମକୋର୍ଟର ବିଚାରପତି ଦୀପକ ମିଶ୍ର, ଜଷ୍ଟିସ ଗୋପାଳଗୌଡାଙ୍କ ସମେତ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭି. ୱାଘେଲା ସହ ହାଇକୋର୍ଟର ଅନ୍ୟ ବିଚାରପତିମାନେ ଯୋଗ ଦେଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧୀ ଦଳର ପକ୍ଷରୁ ବିରୋଧ କରାଯିବ ବୋଲି କୁହାଯିବା ପରେ ମୁଖ୍ୟମନ୍ତ୍ରୀ […]

kk

kk

Rakesh Mallick
  • Published: Saturday, 08 August 2015
  • Updated: 08 August 2015, 10:05 AM IST

Sports

Latest News

କଟକ: ରାଷ୍ଟ୍ରପତିଙ୍କ ଅନୁପସ୍ଥିତିରେ ଆଜି ଅନୁଷ୍ଠିତ ହୋଇଛି କଟକ ସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବକୁ ଉଦଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ସୁପ୍ରିମକୋର୍ଟର ବିଚାରପତି ଦୀପକ ମିଶ୍ର, ଜଷ୍ଟିସ ଗୋପାଳଗୌଡାଙ୍କ ସମେତ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭି. ୱାଘେଲା ସହ ହାଇକୋର୍ଟର ଅନ୍ୟ ବିଚାରପତିମାନେ ଯୋଗ ଦେଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧୀ ଦଳର ପକ୍ଷରୁ ବିରୋଧ କରାଯିବ ବୋଲି କୁହାଯିବା ପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନରାଜ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ କଡା ସୁରକ୍ଷା ମଧ୍ୟରେ ଜୁଡିସିଆଲ ଏକାଡେମୀ ପରିସରକୁ ଅଣାଯାଇଥିଲା। ଏହି ସମାବର୍ତ୍ତନ ଉତ୍ସବରେ ୧୦୯ ଜଣ ଛାତ୍ରଛାତ୍ରୀଙ୍କୁ ଏଲଏଲବି ଡିଗ୍ରୀ ପ୍ରଦାନ କରାଯାଇଥିବା ବେଳେ ୪ ଜଣ ଛାତ୍ରଛାତ୍ରୀଙ୍କୁ ଏଲଏଲଏମ ଡିଗ୍ରୀ ପ୍ରଦାନ କରାଯାଇଛି। ଏହାସହ ୧୬ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ତିନୋଟି ଲିଗାଲ ହେଡ କ୍ଲିନିକ କଟକ , ଖୋର୍ଦ୍ଧା ଓ ପୁରୀରେ ସ୍ଥାପନ କରାଯିବ ବୋଲି ଏହି ଅବସରରେ କୁଳପତି ଭି କ୍ରିଷ୍ଣା ଦେବାରାଓ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story