କଟକ:କଟକ ମେହେନ୍ଦିପୁରରେ ଜଣ୍ଡିସ୍ ସ୍ଥିତି ଗମ୍ଭୀର ରହିଛି । ଏଠାରେ ୧୩ ଜଣ ଆକ୍ରାନ୍ତ ହୋଇଥିବା ସରକାରୀ ଭାବେ କୁହାଯାଇଥିଲେ ମଧ୍ୟ, ସଂଖ୍ୟା ବହୁ ଅଧିକ ବୋଲି ଅଭିଯୋଗ ହୋଇଛି। ଗତକାଲି ଠାରୁ ଏଠାରେ ସ୍ୱାସ୍ଥ୍ୟ ଶିବିର ଖୋଲାଯାଇ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ମାଗଣା ଔଷଧ ବଣ୍ଟା ଯାଉଛି। ରୋଗ ସଂପର୍କରେ ମଧ୍ୟ ଲୋକଙ୍କୁ ସଚେତନ କରାଯାଉଛି। ଦୂଷିତ ପିଇବା ପାଣି ଯୋଗୁଁ ଜଣ୍ଡିସ ବ୍ୟାପୁଥିବାରୁ ଖରାପ ପାଇପ୍ ଲାଇନ ବନ୍ଦ କରି ନୂଆ ପାଇପ୍ ଲାଇନ ସାହାଯ୍ୟରେ ଜଳ ଯୋଗାଣ କରାଯାଉଛି। ଟ୍ୟାଙ୍କର ସାହାଯ୍ୟରେ ମଧ୍ୟ ଲୋକଙ୍କୁ ପାଣି ଦିଆଯାଉଛି। ତିନିମାସ ତଳେ କଟକରେ ଜଣ୍ଡିସ୍ ବ୍ୟାପି ୧୭୧ ଜଣ ଆକ୍ରାନ୍ତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।