କୋରାପୁଟ: କୋରାପୁଟ ଜିଲ୍ଲାର ନାରାୟଣପାଟଣା ଓ ବନ୍ଧୁଗାଁ ଅଞ୍ଚଳ ଗସ୍ତ କରିଛନ୍ତି କେବିକେ କମିଶନର ତାରା ଦତ୍ତ। ଗସ୍ତକାଳରେ ସେ ନାରାୟଣପାଟଣା ବ୍ଲକ ପାଲାପୁଟରୁ ତେନ୍ତୁଳିପଦର ଗ୍ରାମ୍ୟ ଉନ୍ନୟନ ରାସ୍ତାର ଅନୁଧ୍ୟାନ କରିବା ପରେ ମୁଣ୍ଡିଗୁଡା ଯାଇ ଲୋକଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥଲେ। ସେହିପରି ନାରାୟଣପାଟଣାର ପାନୀୟଜଳ ସମସ୍ୟା, ଅଧପନ୍ତରିଆ ହୋଇ ରହିଥିବା ମଡର୍ଣ୍ଣ ସ୍କୁଲ ପରଦର୍ଶନ କରି ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେଠାରୁ ବନ୍ଧୁଗାଁ ବ୍ଲକର ବିଭିନ୍ନ ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।
Accident
ସାଙ୍ଗଙ୍କ ସହ ସମୁଦ୍ରରେ ଗାଧୋଉଥିଲେ, ଭାସିଗଲେ ଯୁବକ
ସମୁଦ୍ରରେ ସ୍ନାନ ବେଳେ ବୁଡିଗଲେ ଯୁବକ । ବହୁ ଖୋଜାଖୋଜି ପରେ ବି ମିଳୁନି ପତ୍ତା।
Crime
ବିବାହକୁ ୬ ମାସ ପୂରିନି; ଯୌତୁକ ଜୁଇରେ ଜଳିଲେ ନବବଧୂ
ଝିଅକୁ ଯୋଜନାବଦ୍ଧ ଭାବେ ବିଷ ପିଆଇ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ଅଞ୍ଜଳିଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
Crime
ପୁଅ ମାଡ଼ରେ ଗଲା ମା’ର ଜୀବନ; ୨୦ ଘଣ୍ଟା ହେଲା ପଡ଼ିଛି ମୃତଦେହ
ପୁଲିସ ଅଭିଯୁକ୍ତ ପୁଅକୁ ନେଇ ଅଟକ ରଖିବା ସହ ଘଟଣା ସଂପର୍କରେ ପଚରାଉଚରା କରିଛି।