କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭାଇଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ କୋର୍ଟ

କଟକ: ଅନୁଗୋଲ ଜିଲ୍ଲାର ପ୍ରଧାନ ଗ୍ୟାସ୍‌ ଏଜେନ୍ସି ଉପରେ ଭିଜିଲାନ୍ସ ଚଢାଉ ମାମଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭାଇ ସୌମେନ୍ଦ୍ରଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି। ସୌମେନ୍ଦ୍ର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ଏହାର ଶୁଣାଣି କରି କୋର୍ଟ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ତାଙ୍କୁ ଗିରଫ ନ କରିବାକୁ କୋର୍ଟ ରାୟ ଦେଇଛନ୍ତି। ସେହିପରି କେସ୍‌ ଡାଏରୀ ଦାଖଲ କରିବାକୁ କୋର୍ଟ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ୨ ସପ୍ତାହ ପରେ ମାମଲାର […]

highcourt

highcourt

Rakesh Mallick
  • Published: Tuesday, 24 January 2017
  • Updated: 24 January 2017, 03:28 PM IST

Sports

Latest News

କଟକ: ଅନୁଗୋଲ ଜିଲ୍ଲାର ପ୍ରଧାନ ଗ୍ୟାସ୍‌ ଏଜେନ୍ସି ଉପରେ ଭିଜିଲାନ୍ସ ଚଢାଉ ମାମଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭାଇ ସୌମେନ୍ଦ୍ରଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି। ସୌମେନ୍ଦ୍ର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ଏହାର ଶୁଣାଣି କରି କୋର୍ଟ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ତାଙ୍କୁ ଗିରଫ ନ କରିବାକୁ କୋର୍ଟ ରାୟ ଦେଇଛନ୍ତି।

ସେହିପରି କେସ୍‌ ଡାଏରୀ ଦାଖଲ କରିବାକୁ କୋର୍ଟ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି।

୨ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ସେହିପରି ତଦନ୍ତରେ ସହଯୋଗ କରିବାକୁ ସୌମେନ୍ଦ୍ରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos