କେନ୍ଦ୍ରରେ ଯୋଗଦେଲେ ଓଡିଶାର ୪ ଆଇଏଏସ

ଭୁବନେଶ୍ୱର: କେନ୍ଦ୍ରରେ ଓଡ଼ିଶା କ୍ୟାଡରର ୪ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି ଦିଆଯାଇଛି । ୧୯୯୬ ବ୍ୟାଚ୍ ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ ସାର ଓ ରସାୟନ ବିଭାଗ ଯୁଗ୍ମ ସଚିବ ଭାବେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି । ଶ୍ରୀ ପାଢ଼ୀ ଏବେ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀଙ୍କୁ ବେସାମରିକ ବିମାନ ଚଳାଚଳ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀମତୀ […]

3 odia ias

3 odia ias

Rakesh Mallick
  • Published: Tuesday, 30 June 2015
  • Updated: 30 June 2015, 01:52 PM IST

Sports

Latest News

ଭୁବନେଶ୍ୱର: କେନ୍ଦ୍ରରେ ଓଡ଼ିଶା କ୍ୟାଡରର ୪ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି ଦିଆଯାଇଛି । ୧୯୯୬ ବ୍ୟାଚ୍ ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ ସାର ଓ ରସାୟନ ବିଭାଗ ଯୁଗ୍ମ ସଚିବ ଭାବେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି । ଶ୍ରୀ ପାଢ଼ୀ ଏବେ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀଙ୍କୁ ବେସାମରିକ ବିମାନ ଚଳାଚଳ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀମତୀ ପାଢ଼ୀ ଏବେ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ୧୯୮୮ ବ୍ୟାଚ୍ ଆଇଏଏସ୍ ପରାଗ ଗୁପ୍ତାଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି । ଶ୍ରୀ ଗୁପ୍ତା ରାଜ୍ୟପାଳଙ୍କ ପ୍ରିନ୍ସିପାଲ ସେକ୍ରଟାରୀ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ଏସ. ଶାଶ୍ୱତୀ ମୌସୁରୀ ଏକାଡେମୀ ଯୁଗ୍ମ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story