କେନ୍ଦ୍ରାପଡ଼ାରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ବିରୋଧ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ମଙ୍ଗଳବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ରାସନ କାର୍ଡ ତ୍ରୁଟି ସଂପର୍କରେ ସମୀକ୍ଷା ବେଳେ କଂଗ୍ରେସ କର୍ମୀମାନେ ମନ୍ତ୍ରୀଙ୍କୁ ବିରୋଧ କରିଥିଲେ। ଜିଲ୍ଲା ଯୁବ ଓ ଛାତ୍ର କଂଗ୍ରେସ କର୍ମୀମାନେ ବିକ୍ଷୋଭ କରିବା ସହ କଳାପତାକା ଦେଖାଇଥିଲେ। ବହୁ ଯୋଗ୍ୟ ହିତାଧିକାରୀ ଯୋଜନାରୁ ବଞ୍ଚିତ ହୋଇଥିବା ଅଭିଯୋଗ କରି ତୁରନ୍ତ ଏହାର ତଦନ୍ତ କରିବାକୁ ଦାବି ହୋଇଛି। ସେପଟେ ମନ୍ତ୍ରୀ […]

sanjay

sanjay

Rakesh Mallick
  • Published: Tuesday, 17 November 2015
  • Updated: 17 November 2015, 02:09 PM IST

Sports

Latest News

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ମଙ୍ଗଳବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ରାସନ କାର୍ଡ ତ୍ରୁଟି ସଂପର୍କରେ ସମୀକ୍ଷା ବେଳେ କଂଗ୍ରେସ କର୍ମୀମାନେ ମନ୍ତ୍ରୀଙ୍କୁ ବିରୋଧ କରିଥିଲେ। ଜିଲ୍ଲା ଯୁବ ଓ ଛାତ୍ର କଂଗ୍ରେସ କର୍ମୀମାନେ ବିକ୍ଷୋଭ କରିବା ସହ କଳାପତାକା ଦେଖାଇଥିଲେ। ବହୁ ଯୋଗ୍ୟ ହିତାଧିକାରୀ ଯୋଜନାରୁ ବଞ୍ଚିତ ହୋଇଥିବା ଅଭିଯୋଗ କରି ତୁରନ୍ତ ଏହାର ତଦନ୍ତ କରିବାକୁ ଦାବି ହୋଇଛି। ସେପଟେ ମନ୍ତ୍ରୀ କହିଛନ୍ତି ହିତାଧିକାରୀ ଚୟନ ସମୟରେ ଯେଉଁ ଅଧିକାରୀ ଭୁଲ୍ କରିଛନ୍ତି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story