କେନ୍ଦ୍ରାପଡ଼ା: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

କେନ୍ଦ୍ରପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ସଟ୍‌ ସର୍କିଟ୍‌ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଘଟଣାରେ କିଛି କ୍ଷତି ହୋଇ ନ ଥିବା ଜଣାପଡିଛି। ମେଡିକାଲରେ ନିଆଁ ଲାଗିଥିବା ଖବର ପାଇବା ପରେ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ହସ୍ପିଟାଲ ପରିସରରେ ଥିବେ ଜେନେରେଟରରେ ନିଆଁ ଲାଗି ଯାଇଥିଲା।

kendrapada

Rakesh Mallick
  • Published: Wednesday, 19 October 2016
  • , Updated: 19 October 2016, 02:40 PM IST

କେନ୍ଦ୍ରପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ସଟ୍‌ ସର୍କିଟ୍‌ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଘଟଣାରେ କିଛି କ୍ଷତି ହୋଇ ନ ଥିବା ଜଣାପଡିଛି।

ମେଡିକାଲରେ ନିଆଁ ଲାଗିଥିବା ଖବର ପାଇବା ପରେ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ହସ୍ପିଟାଲ ପରିସରରେ ଥିବେ ଜେନେରେଟରରେ ନିଆଁ ଲାଗି ଯାଇଥିଲା।

Related story