ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଜଳିଗଲେ ସ୍ତ୍ରୀ

ପଟ୍ଟାମୁଣ୍ଡାଇ (ଓଡ଼ିଶା ରିପୋର୍ଟର) ପାରିବାରିକ କଳହର କରୁଣ ପରିଣତି । ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ସ୍ୱାମୀଙ୍କୁ ବଞ୍ଚାଇବାକୁ ପ୍ରାଣ ହରାଇଲା ସ୍ତ୍ରୀ । କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ଗାଁର ଶୈଳେନ୍ଦ୍ର ମଲ୍ଲିକ ଓ ତାଙ୍କ ପତ୍ନୀଙ୍କ କୌଣସି କାରଣରୁ ମନୋମାଳିନ୍ୟ ହୋଇଥିଲା । ପରେ ଶୈଳେନ୍ଦ୍ର ନିଜ ଦେହରେ କିରୋସିନ୍ ଢାଳି ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରୁଥିଲେ । iଶୈଳେନ୍ଦ୍ରଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ଯାଇଥିଲେ ସ୍ତ୍ରୀ ବନ୍ଦିତା । ପରେ ଗୁରୁତର […]

6nmb

6nmb

Tapas Behera
  • Published: Sunday, 14 February 2021
  • Updated: 14 February 2021, 04:42 PM IST

Sports

Latest News

ପଟ୍ଟାମୁଣ୍ଡାଇ (ଓଡ଼ିଶା ରିପୋର୍ଟର) ପାରିବାରିକ କଳହର କରୁଣ ପରିଣତି । ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ସ୍ୱାମୀଙ୍କୁ ବଞ୍ଚାଇବାକୁ ପ୍ରାଣ ହରାଇଲା ସ୍ତ୍ରୀ । କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ଗାଁର ଶୈଳେନ୍ଦ୍ର ମଲ୍ଲିକ ଓ ତାଙ୍କ ପତ୍ନୀଙ୍କ କୌଣସି କାରଣରୁ ମନୋମାଳିନ୍ୟ ହୋଇଥିଲା । ପରେ ଶୈଳେନ୍ଦ୍ର ନିଜ ଦେହରେ କିରୋସିନ୍ ଢାଳି ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରୁଥିଲେ ।

iଶୈଳେନ୍ଦ୍ରଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ଯାଇଥିଲେ ସ୍ତ୍ରୀ ବନ୍ଦିତା । ପରେ ଗୁରୁତର ଅବସ୍ଥାରେ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପରେ ଅବସ୍ଥା ଅଧିକ ଗୁରୁତର ଥିବାରୁ ଦୁହିଁଙ୍କୁ କଟକ ବଡ ମେଡିକାଲ୍କୁ ସ୍ଥାନାନ୍ତର କରାଯାଉଥିଲା । ତେବେ ବାଟରେ ବନ୍ଦିତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story