ଆଳିରେ ରାଜନୈତିକ ହିଂସା, ୧୦ ଆହତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଡିମିରିପାଳ ପଞ୍ଚାୟତ ମଧୁବନ ଗାଁରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଗତକାଲି ବିଳମ୍ୱିତ ରାତିରେ ପଞ୍ଚାୟତ ନିର୍ବାଚନରେ ପରାଜୟ ପରେ ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରକୁ ଶୋଇଥିବା ଅବସ୍ଥାରେ ଆକ୍ରମଣ କରିଥିଲା। ଫଳରେ ୧୦ ଜଣ ଆହତ ହୋଇଥିଲେ। ଆହତଙ୍କୁ ଆଳି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରୁଛି।

aul

aul

Rakesh Mallick
  • Published: Saturday, 25 March 2017
  • Updated: 25 March 2017, 10:33 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story