ମହାକାଳପଡ଼ାରେ ନିର୍ବାଚନୀ ହିଂସା, ୫ ଆହତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ରାଜଗଡ ଗାଁରେ ଗତକାଲି ନିର୍ବାଚନୀ ହିଂସା ଘଟି ୫ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଜଣେ ପ୍ରାର୍ଥୀଙ୍କୁ ସମର୍ଥନ ଦେବାକୁ ନେଇ ଗତକାଲି ସନ୍ଧ୍ୟାରେ ରାଜଗଡ଼ ଗାଁର ରବୀନ୍ଦ୍ର ଲେଙ୍କା ଓ ପଡୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ […]

kendrapara-panchayat-poll

kendrapara-panchayat-poll

Rakesh Mallick
  • Published: Saturday, 11 February 2017
  • Updated: 11 February 2017, 04:17 PM IST

Sports

Latest News

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ରାଜଗଡ ଗାଁରେ ଗତକାଲି ନିର୍ବାଚନୀ ହିଂସା ଘଟି ୫ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଜଣେ ପ୍ରାର୍ଥୀଙ୍କୁ ସମର୍ଥନ ଦେବାକୁ ନେଇ ଗତକାଲି ସନ୍ଧ୍ୟାରେ ରାଜଗଡ଼ ଗାଁର ରବୀନ୍ଦ୍ର ଲେଙ୍କା ଓ ପଡୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। ଢେଲା ପଥର ଓ ବୋତଲ ମାଡ଼ରେ ରବୀନ୍ଦ୍ର, ତାଙ୍କ ସ୍ତ୍ରୀ ପ୍ରଭାବତୀ, ପୁଅ ଅମୀୟ ଗୁରୁତର ଆହତ ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାରେ ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story