ତନ୍ତ୍ର ସିଦ୍ଧି ପାଇଁ ଦେଇଥିଲେ ଶିଶୁ ବଳି! କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ୨୦୧୫ ମସିହା ଶିଶୁ ବଳି ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଦୌରାଜଜ ମାମଲାକୁ ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ସହ ୫୦,୦୦୦ ଟଙ୍କା ଲେଖାଏଁ ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ହେଲେ ଅଧିକ ଦୁଇ ବର୍ଷ ଲେଖାଏଁ ଜେଲ ଦଣ୍ଡ ଭୋଗିବାକୁ କୋର୍ଟ ରାୟରେ ଶୁଣାଇଛନ୍ତି। ୨୦୧୫ ଏପ୍ରିଲ ୧୩ ତାରିଖରେ ଗୋଖାପଡା ଗାଁରେ ତୃତୀୟ ଶ୍ରେଣୀରେ ପଢ଼ୁଥିବା ରାଜ କିଶୋର ନାୟକଙ୍କୁ ବଳି […]

kendrapara

kendrapara

Manoranjan Sial
  • Published: Thursday, 12 November 2020
  • Updated: 12 November 2020, 06:49 PM IST

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ୨୦୧୫ ମସିହା ଶିଶୁ ବଳି ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଦୌରାଜଜ ମାମଲାକୁ ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ସହ ୫୦,୦୦୦ ଟଙ୍କା ଲେଖାଏଁ ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ହେଲେ ଅଧିକ ଦୁଇ ବର୍ଷ ଲେଖାଏଁ ଜେଲ ଦଣ୍ଡ ଭୋଗିବାକୁ କୋର୍ଟ ରାୟରେ ଶୁଣାଇଛନ୍ତି।

୨୦୧୫ ଏପ୍ରିଲ ୧୩ ତାରିଖରେ ଗୋଖାପଡା ଗାଁରେ ତୃତୀୟ ଶ୍ରେଣୀରେ ପଢ଼ୁଥିବା ରାଜ କିଶୋର ନାୟକଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଚୌଧୁରୀ ଅବିନାଶ ଦାସ ଓ ତାଙ୍କ ସହଯୋଗୀ ବୈକୁଣ୍ଠ ଦାସ ତନ୍ତ୍ରରେ ସିଦ୍ଧି ପାଇବା ପାଇଁ ରାଜ କିଶୋରକୁ ବଳି ଦେଇଥିବା ଅଭିଯୋଗ ହୋଇଥିଲା। ବଳି ପରେ ମୃତଦେହକୁ ନିକଟସ୍ଥ ନଦୀରେ ଫିଙ୍ଗି ଦେଇଥିଲେ।

ଏନେଇ ପରିବାର ଲୋକେ ଅଭିଯୋଗ କରିବା ପରେ ମାର୍ଶାଘାଇ ଥାନା ପୁଲିସ, ଚୌଧୁରୀ ଅବିନାଶ ଦାସ ଓ ବୈକୁଣ୍ଠ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଦୌରାଜଜ୍‌ ବାସୁଦେବ ପଣ୍ଡା ମାମଲାକୁ ବିଚାର କରି ୧୪ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଦୁଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦,୦୦୦ ଟଙ୍କା ଲେଖାଏଁ ଜରିମାନା କରିଛନ୍ତି। ଯଦି ଜରିମାନା ଅର୍ଥ ଅନାଦେୟ ହେବ, ତାହାହେଲେ ଅଧିକ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଶୁଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story