ବ୍ରାହ୍ମଣୀ ନଦୀରେ ବୁଡ଼ିଲା ଡଙ୍ଗା, ୨ ନିଖୋଜ

ଆଜି ସକାଳେ ୩୦ ଯାତ୍ରୀଙ୍କୁ ଧରି ଏକ ଡଙ୍ଗା ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼କୁ ଯାଉଥିଲା। ମାତ୍ର କିଛି ବାଟ ଯିବା ପରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।  

drowning case

ଗ୍ରାମବାସୀ ନିଖୋଜଙ୍କ ସନ୍ଧାନ କରୁଛନ୍ତି।

Niharika Rout
  • Published: Thursday, 27 April 2023
  • Updated: 27 April 2023, 07:44 AM IST

ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ୨ ନିଖୋଜ । ଏପରି ଅଘଟଣ ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ଘଟିଛି। ଗ୍ରାମବାସୀ ଖୋଜାଖୋଜି କରୁଥିଲେ ବି ନିଖୋଜଙ୍କ ପତ୍ତା ମିଳି ପାରିନି ।

ଆଜି ସକାଳେ ୩୦ ଯାତ୍ରୀଙ୍କୁ ଧରି ଏକ ଡଙ୍ଗା ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼କୁ ଯାଉଥିଲା। ମାତ୍ର ଡଙ୍ଗାଟି କୂଳରୁ କିଛି ବାଟ ଯିବା ପରେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।  

ଗ୍ରାମବାସୀ ସଙ୍ଗେ ସଙ୍ଗେ ଡଙ୍ଗାରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିବା ବେଳେ ଜଣେ ନାବାଳକଙ୍କ ସମେତ ୨ ଜଣଙ୍କ ପତ୍ତା ମିଳିନି। ଖବର ଲେଖା ହେବା ପର୍ଯ୍ୟନ୍ତ ଗ୍ରାମବାସୀ ଖୋଜାଖୋଜି ଜାରି ରଖିଥିବା ବେଳେ ଅଗ୍ନିଶମ କର୍ମଚାରୀ କିମ୍ବା ପୁଲିସ୍‌ ପହଞ୍ଚି ନ ଥିବା ଜଣାଯାଇଛି।

Also Read

ସୂଚନାଯୋଗ୍ୟ, ଏକମାଣିଆ ପଞ୍ଚାୟତ ପାଣି ଘେରରେ ଥିବା ବେଳେ ଏଠାକାର ବାସିନ୍ଦା ବାହାରକୁ ଯିବା ନିମନ୍ତେ ସବୁଦିନ ଡଙ୍ଗା ଉପରେ ନିର୍ଭର କରିଥାନ୍ତି। ଫଳରେ ବାରମ୍ବାର ଏପରି ଦୁର୍ଘଟଣା ଘଟୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story