ବଢ଼ିଲା କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ, ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢ଼ିଲା କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ। ଏହାଦ୍ୱାରା ଉପକୃତ ହେବେ ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳି । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ  ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା […]

loka-seba-bhaban

loka-seba-bhaban

Niharika Rout
  • Published: Tuesday, 19 April 2022
  • Updated: 19 April 2022, 02:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢ଼ିଲା କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ। ଏହାଦ୍ୱାରା ଉପକୃତ ହେବେ ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳି । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ  ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳି ୨୪୦ କୋଟି ଟଙ୍କାର  ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି  ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ  ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story