କେନ୍ଦୁଝର:ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ବାହାରେ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ବାହାରେ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଘର ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଜଙ୍ଗିରା ଗାଁରେ। ପୈତୃକ ସମ୍ପତ୍ତି ପାଇବାରୁ ବଞ୍ଚିତ କରାଯାଇଥିବା ନେଇ ଜିଲ୍ଲା ପ୍ରଶାସନ ନିକଟରେ ପୂର୍ବରୁ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ। ଏହା ଭିତରେ କୌଣସି ସୁଫଳ ନ ମିଳିବାରୁ ଆଜି ସେ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ। ତେବେ କୌଣସି ସନ୍ତୋଷଜନକ ଉତ୍ତର ନପାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ […]

anandpour

anandpour

Rakesh Mallick
  • Published: Monday, 01 June 2015
  • Updated: 01 June 2015, 01:56 PM IST

Sports

Latest News

କେନ୍ଦୁଝର: କେନ୍ଦୁଝର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ବାହାରେ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଘର ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଜଙ୍ଗିରା ଗାଁରେ। ପୈତୃକ ସମ୍ପତ୍ତି ପାଇବାରୁ ବଞ୍ଚିତ କରାଯାଇଥିବା ନେଇ ଜିଲ୍ଲା ପ୍ରଶାସନ ନିକଟରେ ପୂର୍ବରୁ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ। ଏହା ଭିତରେ କୌଣସି ସୁଫଳ ନ ମିଳିବାରୁ ଆଜି ସେ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ। ତେବେ କୌଣସି ସନ୍ତୋଷଜନକ ଉତ୍ତର ନପାଇ ଯୁବତୀ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୋଲିସ୍, ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story