kjr
Advertisment
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସିରାଜୁଦ୍ଦିନ୍ ଖଣି ଅଫିସ୍ରେ ଥିବା ବି-ପ୍ଳଟ୍ ଷ୍ଟାଫ୍ କ୍ୱାର୍ଟର୍ସ ଉପରେ ଶୁକ୍ରବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ଘଟଣାସ୍ଥଳରେ ବାମେବାରୀ ପୋଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବୋମାମାଡ଼ର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ଘଟଣାସ୍ଥଳରୁ ଆଉ ଏକ ଅଫୁଟା ବୋମା ଜବତ ହୋଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2016/06/kjr.jpg)