କେନ୍ଦୁଝର: ଚେଙ୍କ ଖାଇଥିବା ଶିଶୁ ଡାକ୍ତରଖାନାରେ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସାନକୁମୁଣ୍ଡୁ ଗାଁ ଅନ୍ତର୍ଗତ ଜୁଆଙ୍ଗ ସାହର ଜଣେ ଶିଶୁ ଚେଙ୍କ ନେଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତା’ର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ଶିଶୁଟିକୁ ଥଣ୍ଡା ଓ ଜ୍ୱର ହୋଇଥିଲା। ପରିବାର ଲୋକେ ଜ୍ୱର ଭଲ ପାଇଁ ଚେଙ୍କ ଦେଇଥିଲେ। ଫଳରେ ଶିଶୁର ସ୍ୱାସ୍ଥ୍ୟାବାସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ପରିବାର ଲୋକେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥା ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହେଉଛି।

ଆହୁରି ପଢ଼ନ୍ତୁ

ସରକାରୀ କର୍ମଚାରୀଙ୍କ ୯ ଛୁଟି ବେକାର, ପାଇବେ ମୋଟ ୧୦୬ଦିନ ଛୁଟି

ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷ ହ୍ରାସ ପାଇଁ ଗଠନ ହେବ ଟାସ୍କଫୋର୍ସ

ମୈଦାନରେ କ୍ୟାଂପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା

ସରକାରୀ କଳର ଦୁରୂପଯୋଗ କରୁଛି ବିଜେଡି, ଫେରାଦ ହେଲା ବିଜେପି

ନୟାଗଡ଼ରେ ନକଲି ଟଙ୍କା ଛପା କାରଖାନା

ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଆଇନ: ଦାୟିତ୍ୱରେ ରହିବେ ଆଇଏଏସ୍

ସିନ୍ଦୂର ପୋଛିଦେଲା ଲୌହ ମାନବ, କାନ୍ଧ ଉପରେ ଗର୍ଭବତୀ ଝିଅ 

କୋଭିଡ୍ ଚିକିତ୍ସା ପାଇଁ କିମ୍ସ ନେଇଛି ୪୦ କୋଟି

କାର୍ତ୍ତିକ ମାସରୁ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ସାଙ୍ଗ ହୋଇ ସ୍କୁଟିରେ ଚାଲିଗଲେ ୩ ଜଣ

ପାର୍ବଣରେ ବଢ଼ିପାରେ କରୋନା ସଂକ୍ରମଣ, ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଅମାନିଆଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ